ପାଇଁପୁରରେ ସୁନ୍ଦରାକାଣ୍ଡ ପରାୟଣ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ଯୁଧିଷ୍ଠିର ପୁର( ପାଇଁପୁର ) ଗ୍ରାମରେ ଆଜି ଏକ ଦିବସୀୟ ସୁନ୍ଦରାକାଣ୍ଡ ପରାୟଣ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ବ୍ୟାସ ରମେଶ ଚନ୍ଦ୍ର ପଣ୍ଡା ପୁରାଣ ସମାପନ କରୁଥିବା ବେଳେ ଗ୍ରାମବାସୀ ସହଯୋଗ କରୁଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes