ପାଞ୍ଚ ଦିନ ପାଇଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଚେତାବନୀ

ଆଜିଠାରୁ ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି l
କେତେକ ଜିଲ୍ଲାରେ 7 ରୁ 11 ସେଣ୍ଟିମିଟର ଏବଂ ଅନ୍ୟ କେତେକ ଜିଲ୍ଲାରେ 11 ରୁ 20 ସେମି ବର୍ଷାର ସମ୍ଭାବନା ରହିଛି l
ଅନେକ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଲାଗି ରହିଥିବାରୁ ଏହା ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବାକୁ ବାଟ ଫିଟାଇଛି ବୋଲି ବିଭାଗ କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes