ପାଟଣାରେ କିଶୋରୀ ଓ କିଶୋରଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

କେନ୍ଦୁଝର ଜିଲ୍ଲା ପାଟଣା ମୁଖ୍ୟାଳୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶନିବାର କନ୍ୟା ଶିବିର ଓ ବାଲ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ପ୍ରଧାନ ଆଚାର୍ଯ୍ୟ ଗଣେଶ୍ୱର କରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ପାଟଣା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ବିଭାଗ ଡ଼. ଭାଗ୍ୟ ଶ୍ରୀ ପରିଡା, ସମ୍ମାନିତ ଅତିଥି ଭାବେ ସାମ୍ବାଦିକ ବୀର କିଶୋର ଦାଶ୍ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes