ପାଟଣା ଅଞ୍ଚଳର ବିଦ୍ୟୁତ ସମସ୍ୟା ନେଇ ଆଲୋଚନା

କେନ୍ଦୁଝର ଜିଲ୍ଲା ପାଟଣା ମୁଖ୍ୟାଳୟକୁ ଟିକିରା ଗ୍ରୀଡ଼ରୁ ବିଦ୍ୟୁତ ସଂଯୋଗରେ ବିଳମ୍ବ, ଅଘୋଷିତ ବିଦ୍ୟୁତ କାଟ, ପିଇବା ପାଣିର ଉତ୍କଟ ଅଭାବକୁ ନେଇ ସୋମବାର ପାଟଣା କଲ୍ୟାଣ ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଛି।

ଆୟୋଜିତ ସଭା ପାଟଣା ବ୍ଲକ ଅଧକ୍ଷା ସୁକାନ୍ତି ନାଏକଙ୍କ ସଭାପତିତ୍ୱରେ ଜିଲ୍ଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ବଡ଼ପାଟଣା ସରପଞ୍ଚ ବିନତି ବାନରା, ସମିତି ସଭ୍ୟ ମୋହନ ସୁନ୍ଦର ମହାନ୍ତ, ପୂର୍ବତନ ବ୍ଲକ ଅଧକ୍ଷ ଇଂ ବିଦ୍ୟାଧର ଦାଶପ୍ରମୁଖ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes