ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟନାୟକଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ରବିବାର ପାଟଣା ମହାବିଦ୍ୟାଳୟ ନିର୍ବାଚନ ମଣ୍ଡଳୀ ସ୍ତରୀୟ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଛି।
ମୁଖ୍ୟ ଅତିଥି ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ,ପାଟଣା ବ୍ଲକ ଅଧକ୍ଷା ଶୁକାନ୍ତି ନାଏକ, ସାହାରପଡା ବ୍ଲକ ଅଧକ୍ଷା ରୀନା ନାଏକ, ଜିଲାପରି ଷଦ ସଭ୍ୟା ରୁନୁ ମହାନ୍ତ, ସୌଭାଗ୍ୟ ମଞ୍ଜରୀ ନାଏକ,ପ୍ରଫୁଲ କୁମାର ନାଏକ,ବୁଦ୍ଧଦେବ ମହାକୁଡ଼, ବିଜେଡି ଜିଲା ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ଭଞ୍ଜ ଦେଓ, ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି ଏବଂ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।