ପାଟଣା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

କେନ୍ଦୁଝର ଜିଲ୍ଲା ପାଟଣା ମୁଖ୍ୟାଳୟ ସରସ୍ୱତୀ ଶିଶୁ ଵିଦ୍ୟାମନ୍ଦିରର ମୁଖ୍ୟାଳୟ ଷ୍ଟାଡିୟମରେ ଶୁକ୍ରବାର ୨୬ତମ ବାର୍ଷିକଉତ୍ସବ ଅନୁଷ୍ଠିତ ହୋଇଛି।

ଆୟୋଜିତ ସଭା ଶୁଶୁମନ୍ଦିରର ପରିଚାଲନ ପରିଷଦ ସଭାପତି ଅରବିନ୍ଦ ଦାଶଙ୍କ ଅଧକ୍ଷତାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ, ମୁଖ୍ୟ ବକ୍ତା ଭାବେ ଖଗେଶ୍ୱର ମହାନ୍ତ ,ସମ୍ମାନିତ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ପୂର୍ଣ୍ଣ ଚନ୍ଦ୍ର ଅମାନ୍ତ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes