ପାଟଧରା ଜଙ୍ଗଲରେ କମ୍ବିଂ ଜାରି, ବିପୁଳ ମାଓ ସାମଗ୍ରୀ ଜବତ

ନୂଆପଡ଼ା ଜିଲ୍ଲା ବୋଡେନ ବ୍ଲକ୍ ପାଟଧରା ଜଙ୍ଗଲରେ କମ୍ବିଂ ଅପରେସନ ଜାରି ରହିଥିବା ବେଳେ ପାଟଧରା ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି।

ଘଣ୍ଟାଏ ଧରି ପୁଲିସ ଓ ମାଓ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes