ଭିସୁଟ୍ ପୂର୍ବତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ମୃତ୍ୟୁ ଘଟଣାରେ ଚିନ୍ମୟୀ ପ୍ରିୟଦର୍ଶିନୀଙ୍କ ଡାଏଟମ୍ ଟେଷ୍ଟ ରିପୋର୍ଟ ଆସିଛି।
ପାଣିରେ ବୁଡି ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ବ୍ୟବଚ୍ଛେଦ ରିପୋର୍ଟରେ ବି ପାଣିରେ ବୁଡ଼ି ମୃତ୍ୟୁ ଉଲ୍ଲେଖ ଥିଲା।
Credible Local News of Odisha