ପାଣି ଗାତରେ ପଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ପଞ୍ଚାୟତ ଢେପାସାହିରେ ଏହି ଅଭାବନୀୟ ଘଟଣା ଘଟିଛି।

ରାସ୍ତା କାମ ପାଇଁ ଖୋଳା ଯାଇଥିବା ଗାତରେ ପଡି ୪ ବର୍ଷର ୨ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ଖେଳିବା ବେଳେ ଗାତରେ ଖସି ପଡ଼ିଥିଲେ ଶିଶୁ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes