ପାଣ୍ଡୁଆ ପୁଷ୍କରଣୀର ଉନ୍ନତିକରଣ କାର୍ଯ୍ୟ ବୁଲି ଦେଖିଲେ ବିଧାୟକ

ଆଜି ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଣ୍ଡୁଆ ପୁଷ୍କରିଣୀର ପୁନରୁଦ୍ଧାର ଓ ଚତୁଃପାର୍ଶ୍ଵର ଉନ୍ନତିକରଣ ନିମନ୍ତେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତ ରାୟ ସ୍ଥାନୀୟ ଲୋକପ୍ରତିନିଧି ଓ ଜନସାଧାରଣଙ୍କ ସହିତ ଆଲୋଚନା କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes