ପାତାଳୀ କ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ପାତାଳୀ କ୍ଷେତ୍ର କୋଟସମଲାଇରେ ଆଜି ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି ।

ଏହି ଅବସରରେ ମହାପ୍ରଭୁଙ୍କୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରାଯାଇଥିଲା ।ଏଥିରେ ଅନେକ ସେବାୟତ ସାମିଲ ଥିବା ବେଳେ ବହୁ ଭକ୍ତଙ୍କ ସମାଗମ ହୋଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version