ପାତାଳୀ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ନବଯୌବନ ବେଶ

ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଏ ପାତାଳୀ ଶ୍ରୀ କ୍ଷେତ୍ରରେ ଆଜି ମହାପ୍ରଭୁଙ୍କ ନବଯୌବନ ବେଶ ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ଶ୍ରଦ୍ଧାଳୁ ଙ୍କ ବେଶ ଭିଡ ପରିଲକ୍ଷିତ ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes