ପାତାଳୀ ଶ୍ରୀକ୍ଷେତ୍ରରେ ସେବାୟତ ସଂଘର ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ପାତାଳୀ ଶ୍ରୀକ୍ଷେତ୍ର କୋଟସମଲାଇ ଠାରେ ସେବାୟତ ସଂଘ ପକ୍ଷରୁ ରଥଯାତ୍ରା ପ୍ରସ୍ତୁତି ନେଇ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ପାତାଳୀ ଟ୍ରଷ୍ଟର ସଦସ୍ୟ ପୂର୍ଣ୍ଣଚନ୍ଦ୍ର ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସହ ବେଶ, ପହଣ୍ଡି, ରଥ ପ୍ରସ୍ତୁତି, ରଥ ଟଣା ଓ ସାଂସ୍କୃତିକ ଆଦି ବିଭିନ୍ନ କମିଟି ଗଠନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes