ପାନୀୟ ଜଳ ସମସ୍ୟା ନେଇ ଯନ୍ତ୍ରୀଙ୍କ ସହ ଆଲୋଚନା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ଉଫୁଲା ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଦେଖାଦେଇଥିବା ପାନୀୟ ଜଳର ସମସ୍ୟା ନେଇ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର କାର୍ଯ୍ୟାଳୟ ଠାରେ ସ୍ଥାନୀୟ ସରପଞ୍ଚ ଶ୍ରୀୟା କର୍ମୀ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ନିର୍ବାହୀ ଯନ୍ତ୍ରୀ ବିଭୁ ପ୍ରସାଦ ପଣ୍ଡା ଓ ସହକାରୀ ଯନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes