ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି କାଟି ହତ୍ୟା ଉଦ୍ୟମ କଲା ସ୍ୱାମୀ

ଭଦ୍ରକ ଜିଲ୍ଲା ସାବରଙ୍ଗ ଥାନା କାଞ୍ଚପଡ଼ା ଗାଁରେ ଏହି ଘଟଣା ଘଟିଛି।

ଗୁରୁତର ଅବସ୍ଥାରେ ସ୍ତ୍ରୀକୁ କଟକ ଏସସିବି ସ୍ଥାନାନ୍ତର କରାଯାଇଛି। ପୁଲିସ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes