ପାଲଲହଡ଼ାର ଛାତ୍ର ସୌମ୍ୟରଞ୍ଜନ ପ୍ରଧାନଙ୍କୁ ସିଭିଲ ସର୍ଭିସ ପରୀକ୍ଷାରେ ୩୦୬ ରେଙ୍କ

୨୦୨୧ ମସିହାର ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷାରେ କୃତକାର୍ଯ୍ୟ କରିଛନ୍ତି ୬୮୫ ଜଣ । ୬୮୫ ପଦବୀରେ କୃତକାର୍ଯ୍ୟ ତାଲିକାରେ ଓଡ଼ିଶାରୁ ୯ ଜଣ ସ୍ଥାନ ପାଇଛନ୍ତି ।

ଏହା ଭିତରେ ଜଣେ ଅନୁଗୋଳ ଜିଲ୍ଲା ପାଲଲହଡ଼ା ଅଞ୍ଚଳର ଛାତ୍ର ସୌମ୍ୟରଞ୍ଜନ ପ୍ରଧାନ ୩୦୬ ରେଙ୍କ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes