ପିତାମହୁଲ ଠାରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟସେବା ଶିବିର

ସୋନପୁରର ସ୍ବେଚ୍ଛାସେବୀ ଅନୁଷ୍ଠାନ ରେଆର ପକ୍ଷରୁ ଜିଲ୍ଲା ପ୍ରଶାସନର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଓଡ଼ିଶା ସରକାରଙ୍କ ସହାୟତାରେ ବୀରମହାରାଜପୁର ବ୍ଲକର ପିତାମହୁଲ ଠାରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି ।

ସ୍ଥାନୀୟ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୬୨ ଜଣ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes