ପିପିଲିରେ ଯୁବକଙ୍କୁ ନିର୍ମମ ହତ୍ୟା

ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ନୂଆଶାସନ ଗ୍ରାମ ଦୋଳବେଦୀ ସାହିର ଜଣେ ଯୁବକକୁ ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀରେ ନିର୍ମମ ଭାବେ ହତ୍ୟା କରିଛି l
ଯୁବକଙ୍କ ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଥିବା ଦେଖିବାକୁ ମିଳିଛି l ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes