ପିପିସି ସଭାପତି ପରିବର୍ତ୍ତନ ପ୍ରସଙ୍ଗ: ବିଧାୟକଙ୍କୁ ଦିଲ୍ଲୀ ଡାକରା

ପିପିସି ସଭାପତି ପରିବର୍ତ୍ତନ ପ୍ରସଙ୍ଗରେ କଂଗ୍ରେସ ବିଧାୟକଙ୍କୁ ଆସନ୍ତା ୫ ତାରିଖରେ ଦିଲ୍ଲୀରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବିଧାୟକ ସୁରେଶ ରାଉତରାୟ କହିଛନ୍ତି।

କଂଗ୍ରେସ ବିଧାୟକମାନେ ଦିଲ୍ଲୀ ଯାଇ ରାହୁଲ ଓ ସୋନିଆ ଗାନ୍ଧିଙ୍କୁ ଭେଟି ଦଳ ଓ ସଂଗଠନ ବିଷୟରେ ଆଲୋଚନା କରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes