ଆସନ୍ତା ୨୮ ତାରିଖ ପାଖାପାଖି ମୋଦି ଓଡ଼ିଶା ଆସିବେ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।
ଏହି ସମୟରେ ପ୍ରଥମେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ ଏବଂ ପରେ ଚଣ୍ଡିଖୋଲରେ ଏକ ସାଧାରଣ ସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।
Credible Local News of Odisha