ପୁରୀରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍

ପୁରୀରୁ ହାୱଡ଼ା ଅଭିମୁଖେ ଯାତ୍ରା ଆରମ୍ଭ କଲା ବନ୍ଦେ ଭାରତ ଏକ୍ସପ୍ରେସ୍।

ଭିସି ଯୋଗେ ପତାକା ହଲାଇ ଯାତ୍ରା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes