ପୁରୀରୁ ଲଢ଼ିବେ ସୁନୀଲ ମହାନ୍ତି, ଜଟଣୀରୁ ବିଭୂତି ବଳବନ୍ତରାୟ

ବଡମ୍ବାରୁ ଦେବୀ ମିଶ୍ର, ବାଙ୍କୀରୁ ଦେବୀ ରଂଜନ ତ୍ରିପାଠୀ, ଆଠଗଡ଼ରୁ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚୌଦ୍ବାର କଟକରୁ ସୌଭିକ ବିଶ୍ବାଳ, ନିଆଳିରୁ ପ୍ରମୋଦ ମଲ୍ଲିକ, କଟକ ସଦରରୁ ଚନ୍ଦ୍ରସାରଥି ବେହେରା ପାଟକୁରାରୁ ଅରବିନ୍ଦ ମହାପାତ୍ର, ଆଳିରୁ ପ୍ରତାପ ଦେବ, ରାଜନଗରରୁ ଧ୍ରୁବ ସାହୁ, ମହାକାଳପଡ଼ାରୁ ଅତନୁ ସବ୍ୟସାଚୀ ନାୟକ, ବ୍ରହ୍ମଗିରିରୁ ଉମା ସାମନ୍ତରାୟ, ସତ୍ୟବାଦୀରୁ ସଂଜୟ ଦାସବର୍ମା, ପିପିଲିରୁ ରୁଦ୍ର ମହାରଥୀ, ରଣପୁରରୁ ସତ୍ୟ ନାରାୟଣ ପ୍ରଧାନ, ଦଶପଲ୍ଲାରୁ ରମେଶ ବେହେରା, ନୟାଗଡ଼ରୁ ଅରୁଣ ସାହୁଙ୍କୁ ମଇଦାନରେ ଓହ୍ଲାଇଛି ବିଜେଡି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes