ପୁରୀରେ ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀରେ ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ।
ବୈଠକରେ ସ୍ନାନଯାତ୍ରା ଓ ଘୋଷଯାତ୍ରା ଉପରେ ଆଲୋଚନା ହେବ ବୋଲି ସୂଚନା ମିଳିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes