ଅର୍ଥ ମନ୍ତ୍ରୀ ସୀତାରମଣଙ୍କ ସହ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି।
ଏହା ପରେ ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ବାଲୁକା କଳା ବୁଲି ଦେଖିଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ। ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ପ୍ରସ୍ତୁତ ‘ମୋ ମାଟି ମୋ ଦେଶ’ ଥିମ୍ ଉପରେ ପ୍ରସ୍ତୁତ ବାଲୁକା କଳା ଦେଖିଲେ।