ପୁରୀ ଜିଲ୍ଲାରେ ଜଣେ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ

ପୁରୀ ଜିଲ୍ଲାରେ କୋଭିଡରେ ଆକ୍ରାନ୍ତ ଥିବା ଜଣେ 75 ବର୍ଷର ମହିଳାଙ୍କର ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ଆଜି କହିଛି l ସେ ଅନ୍ୟାନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes