ପୁରୀ ଠାରୁ ୭୪୦କିମି ଦୂରରେ ବାତ୍ୟା ଅସାନି

ପୁରୀ ଠାରୁ ଉତ୍ତର-ଉତ୍ତର-ପୂର୍ବ ଦିଗରେ ୭୪୦କିମି ଦୂରରେ ଭୀଷଣ ବାତ୍ୟା “ଅସାନି” କେନ୍ଦ୍ରୀଭୂତ ହେଉଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ବର୍ତମାନ ଏହାର ଗତି ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୧କିମି ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes