ପୁରୀ ବେଳାଭୂମିରେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକାକଳା

ଆଜି ବିଶ୍ୱ ପରିବେଶ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବିଶ୍ୱ ପରିବେଶ ଦିବସ ଉପରେ ଏକ ବାଲୁକା କଳା ତିଆରି କରି ପରିବେଶ ସୁରକ୍ଷା ଉପରେ ସଚେତନତା ବାର୍ତା ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes