ପୁଲିସ ମାଓବାଦୀ ଗୁଳି ବିନିମୟ: ୩ ମାଓବାଦୀ ମୃତ

କଳାହାଣ୍ଡି ଜିଲ୍ଲା ଏମ.ରାମପୁର ଥାନା ତାପରେଙ୍ଗ-ଲୁଡେନଗଡ଼ ଜଙ୍ଗଲରେ ପୁଲିସ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି।

ଗୁଳି ବିନିମୟରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes