ପୂଜା ମିଶ୍ର ଅନୁସୂଚିତ ଜାତି ଯୁଗ୍ମ ସଚିବ

ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ କରି ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ପୂଜା ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes