ପୂର୍ଣ୍ଣଚନ୍ଦ୍ର ଶିଳ୍ପ ତାଲିମ୍ ଅନୁଷ୍ଠାନରେ ବନ୍ଧୁମିଳନ

ଓଡିଶାର ପ୍ରଥମ ଆଇଟିଆଇ ବାରିପଦା ସ୍ଥିତ ପୂର୍ଣ୍ଣଚନ୍ଦ୍ର ଶିଳ୍ପ ତାଲିମ୍ ଅନୁଷ୍ଠାନର ଅବସରପ୍ରାପ୍ତ କର୍ମଚାରୀଙ୍କ ବନ୍ଧୁମିଳନ ଉତ୍ସବ ଅନୁଷ୍ଠାନର ଅଧ୍ୟକ୍ଷ ଇଂ. କାନ୍ଦନ ମାଝୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି।

ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଅନୁଷ୍ଠାନର ପୂର୍ବତନ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ବୁଗୁଡେଇଙ୍କୁ ତାଙ୍କର ସମାଜସେବା କ୍ଷେତ୍ରରେ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସମସ୍ତେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବାରୁ ତାହା ଜିଲ୍ଲାର ଗୌରବ ବୋଲି ଖୁସି ବ୍ୟକ୍ତ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes