ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ

ଅସୁସ୍ଥ ଥାଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କର ଆଜି 75 ବର୍ଷ ବୟସରେ ପରଲୋକ ହୋଇଯାଇଛି l
ସେ ଗଞ୍ଜାମ ଜିଲ୍ଳାର ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ପ୍ରତିନିଧିତ୍ୱ କରୁଥିଲେ l ସେ ମୋଟ ସାତ ଥର ବିଧାନସଭାକୁ ନିର୍ବାଚିତ ହେବା ସହ ବିଭିନ୍ନ ବିଭାଗର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes