ପୂର୍ବତନ ବିଧାୟକଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ସଭା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ପୂର୍ବତନ ବିଧାୟକ ସ୍ବର୍ଗତ ବୈଷ୍ଣବ ପଧାନଙ୍କ ୧୮ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବଡ଼ଖମାର ଠାରେ ଶ୍ରଦ୍ଧାଞ୍ଜଳି ସଭା ଓ ନୀରବ ପ୍ରାର୍ଥନା ଅନୁଷ୍ଠିତ ହୋଇଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes