ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ୍

ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। 

ଭୁବନେଶ୍ୱର, କେନ୍ଦୁଝର, ଯୋଡ଼ା ସମେତ ମୋଟ୍ ୧୦ଟି ସ୍ଥାନରେ ରେଡ୍‌ ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes