ପୂର୍ବତନ ବିଧାୟିକା ରାସମଞ୍ଜରୀ ଦେବୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଣିଥିଲେ।

ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ବିରୋଧୀ ଦଳ ନେତା ଓ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes