ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶ୍ରାଦ୍ଧ ବାର୍ଷିକରେ ଶ୍ରଦ୍ଧାଞ୍ଜଳି

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଶ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୂଣ୍ୟତିଥି ଅବସରରେ ଆଜି ଭଦ୍ରକ ଜିଲ୍ଲା ବାସୁଦେବପୁର କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସାଧାରଣ ସଂପାଦକ ଅଶୋକ କୁମାର ଦାସଙ୍କ ସମେତ ଅନ୍ୟ କଂଗ୍ରେସ କର୍ମୀ ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes