ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳିତ

ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀ ଅବସରରେ ଭଦ୍ରକ ଜିଲ୍ଲା ବାସୁଦେବପୁର ନୀଳମଣି ମାର୍କେଟ କଂପ୍ଲେକ୍ସରେ ଥିବା ନୀଳମଣି ରାଉତରାୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଦେଇଛନ୍ତି ବାସୁଦେବପୁର ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାଶ ଓ ବ୍ଲକ ସଭାପତି।

ଏହା ସହ ବାସୁଦେବପୁର ଗୋଷ୍ଠିସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes