ପୂର୍ବତନ ମୁଖ୍ୟମନ୍ତ୍ରୀ ସଦାଶିବ ତ୍ରିପାଠୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସଦାଶିବ ତ୍ରିପାଠୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ଅବସରରେ ଆଜି ସକାଳେ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ଛକସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes