ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ

ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ଏକ ଘରୋଇ ହସ୍ପିଟାଲରେ ୮୦ ବର୍ଷ ବୟସରେ ପରଲୋକ ହୋଇଛି ।

ବୁଧବାର ବିଳମ୍ବିତ ରାତିରେ ଅବସର ବେଉରିଆ ଛାତିରେ କିଛି ଯନ୍ତ୍ରଣା ଅନୁଭୁବ କରିଥିଲେ । ଏହାପରେ ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ତାଙ୍କର ପ୍ରାଣ ତ୍ୟାଗ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes