ପୂର୍ବତନ ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ ତାଙ୍କ ପରଲୋକ ଘଟିଛି।

ସେ ୧୯୯୧ରୁ ୧୯୯୫ ପର୍ଯ୍ୟନ୍ତ କଂଗ୍ରେସ ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes