ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଆଗାମୀ ୪୮ଘଣ୍ଟାରେ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି।

ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏନେଇ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ  ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes