ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା ଅଭିଯୋଗ

କଟକ ଜିଲ୍ଲା ବଡମ୍ବା ଥାନା ଅନ୍ତର୍ଗତ କଙ୍କଡାଯୋଡି ଗ୍ରାମରେ ଜଣେ ଯୁବକଙ୍କୁ ଅନ୍ୟ ଦୁଇଜଣ ଯୁବକ ଆଜି ପୂର୍ବ ଶତ୍ରୁତାରୁ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି l

ପୁଲିସ ଅଭିଯୋଗ ପାଇଁ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes