ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ

ଆଜି ବଲାଙ୍ଗୀର ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି ।

ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠି, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରମାନେ ମିଳିତ ଭାବେ ବୃକ୍ଷ ରୋପଣ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes