ପେନସନ ଭୋଗୀ ପ୍ରାଥମିକ ଶିକ୍ଷକ ସଂଘର ଗୁରୁତ୍ବପୂର୍ଣ୍ଣ ବୈଠକ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ଓ ବ୍ଳକ ଅଞ୍ଚଳର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପେନସନ ଭୋଗୀ ଶିକ୍ଷକ ସଂଘର ଗୁରୁତ୍ବପୂର୍ଣ୍ଣ ବୈଠକ ସଂଘ ସଭାପତି ଶଶାଙ୍କ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଟିତ ହୋଇଥିଲା।

ଏଥିରେ ସମସ୍ତ ଶିକ୍ଷକ/ଶିକ୍ଷୟତ୍ରୀ ଯୋଗଦେଇ ରାଜ୍ୟରେ ଗଠିତ ହୋଇଥିବା ମିଳିତ ପ୍ରାଥମିକ ଶିକ୍ଷକ ସଂଘର ନିଷ୍ପତି ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲାର ମିଳିତ ଶିକ୍ଷକ ସଂଘ ଗଠନ କରାଯାଇ ଆନ୍ଦୋଳନର ରୂପରେଖ ପ୍ରସ୍ତୁତ କରିବାକୁ ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes