ପୋଢଟିକ୍ରା ରେ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ପୋଢଟିକ୍ରା ଠାରେ ବିଜୁ ପଟ୍ଟନାୟକଙ୍କ ୨୫ତମ ତିରୋଧାନ ଦିବସ ଅବସରରେ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି ।

ଏହି ଅବସରରେ ବିଜେଡି କର୍ମକର୍ତ୍ତା ଯୋଗ ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes