ପୋପଙ୍କୁ ପଟ୍ଟଚିତ୍ର ଉପହାର ଦେଲେ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଟାଲୀ ଗସ୍ତ ଅବସରରେ ଆଜି ଭାଟିକାନ ସିଟିରେ ପୋପ ଫ୍ରାନସିସଙ୍କୁ ଭେଟିବା ସହ ତାଙ୍କୁ ଓଡିଶାର ଶିଳ୍ପୀଙ୍କ ଦ୍ୱାରା ନିର୍ମିତ ଏକ ପଟ୍ଟଚିତ୍ର ଉପହାର ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes