ପୋପଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

ଇଟାଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭାଟିକାନ ସିଟି ଯାଇ ପୋପ ଫ୍ରାନସିସଙ୍କୁ ଭେଟିଛନ୍ତି l ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସାଙ୍ଗରେ 5-ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes