ପୋଲସରା କୋର୍ଟ ରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ଆଜି ସ୍ଥାନୀୟ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରେ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୧୭୫ ତମ ଜୟନ୍ତୀ ପାଳିତ ହୋଇଯାଇଛି।

ପୋଲସରା ଅଞ୍ଚଳ ର ଆଇନଜୀବି ମାନେ ମଧୁବାବୁ ଙ୍କ ଫଟୋ ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ତାଙ୍କ କର୍ମମୟ ଜୀବନ ସମ୍ପର୍କରେ ଆଲୋଚନା କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes