ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ନେଇ ପୋଷକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes