ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ କମଳପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଳକ ଉପାଧ୍ୟକ୍ଷ ନାରାୟଣ ଲୁହା, ସରପଞ୍ଚ ଶ୍ରୀୟା କର୍ମୀ, ସାମାଜିକ କର୍ମୀ ମୀନକେତନ ମହାକୁର ସମ୍ମାନିତ ଅତିଥି ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରିଥିଲେ।