ପ୍ରକାଶ ପାଇଲା ମାଟ୍ରିକ ଫଳ, ପାସ ହାର 96.4%

ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ପାସ ହାର 96.4% ହୋଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି l ଏ -1 ରେ 4158 ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଏ =2 ରେ 29,838 ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes